Welcome to Odisha State Archaeology
ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱକୁ ସ୍ୱାଗତ
ओडिशा राज्य पुरातत्व में आपका स्वागत है
About Uttaresvara Temple
ଉତ୍ତରେଶ୍ୱର ମନ୍ଦିର ବିଷୟରେ
उत्तरेश्वर मंदिर के बारे में
Uttaresvara Temple, Agrahat, Cuttack
ଉତ୍ତରେଶ୍ୱର ମନ୍ଦିର, ଅଗ୍ରହାଟ, କଟକ
उत्तरेश्वर मंदिर, अग्रहाट, कटक
The Uttaresvara Temple at Agrahat is an 11th-century Shiva shrine of the Somavamsi period, showcasing Kalinga temple architecture and forming part of the revered Astasambhu cluster around Cuttack. With its rekha vimana, pidha jagamohana, and traditional worship practices, it remains a living monument of Odisha’s traditional Hindu heritage. This temple is one of the state protected monuments of Odisha. The Odisha State Archaeology carries out its conservation work from time to time as per requirements. From an archaeological and tourism point of view, the conservation and protection of this historical site is very important for the future generations.
ଅଗ୍ରହାଟସ୍ଥିତ ଉତ୍ତରେଶ୍ୱର ମନ୍ଦିର ସୋମବଂଶୀ ଶାସନ କାଳର ଏକାଦଶ ଶତାବ୍ଦୀର ଏକ ଶୈବ ଦେବାଳୟ। ଏହି ମନ୍ଦିରରେ କଳିଙ୍ଗ ମନ୍ଦିର ସ୍ଥାପତ୍ୟ ଶୈଳୀର ସ୍ପଷ୍ଟ ପ୍ରତିଫଳନ ଦେଖିବାକୁ ମିଳେ ଏବଂ ଏହା କଟକ ଆଖପାଖରେ ଅବସ୍ଥିତ ପବିତ୍ର ଅଷ୍ଟଶମ୍ଭୁ ମନ୍ଦିର ସମୂହର ଏକ ଅଂଶ। ରେଖା ବିମାନ, ପୀଢ଼ା ଜଗମୋହନ ଏବଂ ପାରମ୍ପରିକ ପୂଜାପଦ୍ଧତି ସହିତ ଏହି ମନ୍ଦିର ଆଜି ମଧ୍ୟ ସକ୍ରିୟ ଉପାସନାସ୍ଥଳୀ ଭାବେ ଓଡ଼ିଶାର ପାରମ୍ପରିକ ହିନ୍ଦୁ ଐତିହ୍ୟର ଏକ ଜୀବନ୍ତ ନିଦର୍ଶନ ଭାବେ ରହିଛି। ଏହି ମନ୍ଦିରଟି ଓଡ଼ିଶାର ରାଜ୍ୟ ସଂରକ୍ଷିତ ସ୍ମାରକୀ ମଧ୍ୟରୁ ଅନ୍ୟତମ। ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱ ସମୟ ସମୟରେ ଆବଶ୍ୟକତା ଅନୁଯାଇ ଏହାର ସଂରକ୍ଷଣ କାର୍ଯ୍ୟ କରିଥାଏ । ପ୍ରତ୍ନତାତ୍ତ୍ୱିକ ଓ ପର୍ଯ୍ୟଟନ ଦୃଷ୍ଟିକୋଣରୁ ଏହି ଐତିହାସିକ ସ୍ଥଳୀର ସଂରକ୍ଷଣ ଓ ସୁରକ୍ଷା ଭବିଷ୍ୟତ ପିଢ଼ି ପାଇଁ ଅତ୍ୟନ୍ତ ଆବଶ୍ୟକ ।
अग्रहाट स्थित उत्तरेश्वर मंदिर सोमवंशी काल का 11वीं शताब्दी का शिव मंदिर है, जो कलिंग मंदिर वास्तुकला का उत्कृष्ट उदाहरण प्रस्तुत करता है और कटक के आसपास स्थित पूजनीय अष्टसंभू समूह का हिस्सा है। अपनी रेखा विमान, पिधा जगमोहन और पारंपरिक पूजा पद्धतियों के साथ, यह ओडिशा की पारंपरिक हिंदू विरासत का एक जीवंत स्मारक बना हुआ है। यह मंदिर ओडिशा के राज्य संरक्षित स्मारकों में से एक है। ओडिशा राज्य पुरातत्व विभाग समय-समय पर आवश्यकतानुसार इसके संरक्षण का कार्य करता है। पुरातत्व और पर्यटन की दृष्टि से, इस ऐतिहासिक स्थल का संरक्षण और सुरक्षा भावी पीढ़ियों के लिए अत्यंत महत्वपूर्ण है।
Visitor Facilities
ପରିଦର୍ଶକ ସୁବିଧା
आगंतुक सुविधाएँ
Ensuring a Comfortable & Enriching Heritage Experience
ସୁନିଶ୍ଚିତ ହେଉଛି ଏକ ମନୋରମ ଏବଂ ସମୃଦ୍ଧ ଐତିହ୍ୟ ଅନୁଭବ
एक आरामदायक और समृद्ध विरासत अनुभव सुनिश्चित करना
🏛
Site Museum
ସାଇଟ୍ ସଂଗ୍ରହାଳୟ
साइट संग्रहालय

Explore rare Buddhist sculptures, seals, copper plates, and archaeological artifacts discovered during excavations.

ଖନନ ସମୟରେ ଆବିଷ୍କୃତ ବିରଳ ବୌଦ୍ଧ ମୂର୍ତ୍ତି, ମୋହର, ତମ୍ବା ପ୍ଲେଟ୍ ଏବଂ ବିଭିନ୍ନ ପ୍ରତ୍ନତାତ୍ତ୍ୱିକ କଳାକୃତିଗୁଡ଼ିକୁ ଦେଖନ୍ତୁ ।

खुदाई के दौरान मिली दुर्लभ बौद्ध मूर्तियों, मुहरों, तांबे की प्लेटों और आर्कियोलॉजिकल चीज़ों को देखें ।

🧭
Informational Signage
ସୂଚନାଦାୟୀ ଫଳକ
सूचनात्मक संकेत

Clear display boards and interpretive panels provide historical insights across the monument complex.

ସ୍ପଷ୍ଟ ପ୍ରଦର୍ଶନୀ ବୋର୍ଡ ଏବଂ ବ୍ୟାଖ୍ୟା ପ୍ୟାନେଲଗୁଡ଼ିକ ସ୍ମାରକୀ ସମ୍ପର୍କରେ ଐତିହାସିକ ବିବରଣୀ ପ୍ରଦାନ କରୁଛି ।

साफ़ डिस्प्ले बोर्ड और समझाने वाले पैनल पूरे स्मारक परिसर में ऐतिहासिक जानकारी देते हैं ।

🚶
Visitor Pathways
ପରିଦର୍ଶକ ପଥ
आगंतुक मार्ग

Designated walking paths allow safe and easy access to stupas, monasteries, and shrines.

ସ୍ତୂପ, ମଠ ଏବଂ ମନ୍ଦିରଗୁଡ଼ିକୁ ସୁବିଧାରେ ଏବଂ ନିରାପଦ ଭାବେ ପ୍ରବେଶ ପାଇଁ ନିର୍ଦ୍ଦିଷ୍ଟ ହୋଇଛି ସୁନ୍ଦର ପଦଯାତ୍ରୀ ପଥ ।

पैदल चलने के लिए बने रास्ते स्तूपों, मठों और पवित्र जगहों तक सुरक्षित और आसान पहुँच देते हैं ।

🚻
Basic Amenities
ମୌଳିକ ସୁବିଧା
साधारण सुविधाएं

Drinking water facilities, resting areas, and public conveniences are available for visitors.

ପରିଦର୍ଶକଙ୍କ ପାଇଁ ପାନୀୟ ଜଳ, ବିଶ୍ରାମ ସ୍ଥାନ ପରି ବିଭିନ୍ନ ସାର୍ବଜନୀନ ସୁବିଧା ଉପଲବ୍ଧ ।

विज़िटर्स के लिए पीने के पानी की सुविधा, आराम करने की जगह और पब्लिक सुविधाएं मौजूद हैं ।

🚗
Parking Facility
ପାର୍କିଂ ସୁବିଧା
पार्किंग सुविधा

Designated parking space is available near the entrance for private vehicles and tourist buses.

ଘରୋଇ ଯାନବାହନ ଏବଂ ପର୍ଯ୍ୟଟକ ବସ୍ ପାଇଁ ପ୍ରବେଶ ଦ୍ୱାର ନିକଟରେ ନିର୍ଦ୍ଦିଷ୍ଟ ପାର୍କିଂ ସ୍ଥାନ ଉପଲବ୍ଧ ।

प्राइवेट गाड़ियों और टूरिस्ट बसों के लिए एंट्रेंस के पास तय पार्किंग की जगह मौजूद है ।

🛡
Protected Monument
ସଂରକ୍ଷିତ ସ୍ମାରକୀ
संरक्षित स्मारक

Maintained and preserved under national heritage protection for future generations.

ଭବିଷ୍ୟତ ପିଢ଼ି ପାଇଁ 'ଜାତୀୟ ଐତିହ୍ୟ ସୁରକ୍ଷା' ଅଧୀନରେ ରକ୍ଷଣାବେକ୍ଷଣ ଏବଂ ସଂରକ୍ଷଣ ସୁନିଶ୍ଚିତ ହେଉଛି ।

आने वाली पीढ़ियों के लिए नेशनल हेरिटेज प्रोटेक्शन के तहत मेंटेन और सुरक्षित रखा गया।

We request all visitors to help preserve this historic treasure by maintaining cleanliness and respecting the monument.

ଆମେ ସମସ୍ତ ପରିଦର୍ଶକଙ୍କୁ ଅନୁରୋଧ କରୁଛୁ ଯେ ସେମାନେ ସ୍ୱଚ୍ଛତା ବଜାୟ ରଖି ଏବଂ ସ୍ମାରକୀକୁ ସମ୍ମାନ ଜଣାଇ ଏହି ଐତିହ୍ୟ ସମ୍ପତ୍ତିର ସଂରକ୍ଷଣରେ ସହଯୋଗ କରନ୍ତୁ ।

हम सभी विज़िटर्स से रिक्वेस्ट करते हैं कि वे साफ़-सफ़ाई बनाए रखकर और स्मारक का सम्मान करके इस ऐतिहासिक खजाने को बचाने में मदद करें ।

Monument Details & Location
ସ୍ମାରକୀ ବିବରଣୀ ଏବଂ ସ୍ଥାନ
स्मारक का विवरण और स्थान
Experience Odisha’s sacred heritage at its heart
ହୃଦୟରେ ଅନୁଭବ କରନ୍ତୁ ଓଡ଼ିଶାର ପବିତ୍ର ଐତିହ୍ୟ
ओडिशा की पवित्र विरासत का अनुभव करें
Type of Monument
ସ୍ମାରକୀର ପ୍ରକାର
स्मारक का प्रकार

Kalingan style temple

କଳିଙ୍ଗ ଶୈଳୀର ମନ୍ଦିର

कलिंगन शैली का मंदिर

Notification & Date
ବିଜ୍ଞପ୍ତି ଓ ତାରିଖ
अधिसूचना एवं दिनांक

17th June 2019

17th June 2019

17th June 2019

Geo-Coordinates
ଭୌଗୋଳିକ ନିର୍ଦ୍ଦେଶାଙ୍କ
भौगोलिक निर्देशांक

Latitude:
Longitude:

ଅକ୍ଷାଂଶ:
ଦ୍ରାଘିମାଂଶ:

अक्षांश:
देशांतर:

Locality
ସ୍ଥାନ
स्थान

Agrahat

ଅଗ୍ରହାଟ

अग्रहाट

District
ଜିଲ୍ଲା
जिला

Cuttack

କଟକ

कटक

Date / Period
ତାରିଖ / କାଳ
तिथि / काल

11th Century CE

11th Century CE

11th Century CE